Philippians 3:7 — Compare Translations

7 translations compared side by side

Odia - 1840
"ସମୟ ଥିଲା, ଯେତବେେଳେ ଏଗୁଡ଼ିକ ମାେ ପାଇଁ ଗୁରୁତ୍ବପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହତେୁ ସଗେୁଡ଼ିକର କିଛି ମୂଲ୍ଯ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେଉଁ ସମସ୍ତ ବିଷୟ ଲାଭଜନକ ବୋଲି ମୁଁ ମନେ କରୁଥିଲି, ତାହାକୁ ବର୍ତ୍ତମାନ ଖ୍ରୀଷ୍ଟଙ୍କ ନିମନ୍ତେ ମୁଁ କ୍ଷତିକାରକ ମନେ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ସମୟ ଥିଲା, ଯେତେବେଳେ ଏଗୁଡ଼ିକ ମୋ’ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହେତୁ ସେଗୁଡ଼ିକର କିଛି ମୂଲ୍ୟ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯାହାସବୁ ମୋ' ପକ୍ଷରେ ଲାଭଜନକ ଥିଲା, ସେହି ସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಾಕಾ ಫಾಯ್ದೊ ಹೊಲ್ಲೆ ಸಗ್ಳೆಬಿ ಕ್ರಿಸ್ತಾಚ್ಯಾ ಸಾಟ್ನಿ ಲುಕ್ಷಾನ್ ಮನುನ್ ಚಿಂತುನ್ ಘೆತಾ.