Philippians 3:8 — Compare Translations
7 translations compared side by side
Odia - 1840
"ମୁଁ ମାରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହତେୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନକରେେ, ସଗେୁଡ଼ିକ ମାେ ପାଇଁ ମୂଲ୍ଯହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟଗୁଡ଼ିକୁ ମହତ୍ବପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ଯାଗ କରିଛି। ମୁଁ ଏବେ ଜାଣେ ଯେ ସଗେୁଡ଼ିକ ମୂଲ୍ଯହୀନ ସଢ଼ାକୁଟା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ସେତିକି ନୁହେଁ: ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ୱାରା ଯେଉଁ ବିପୁଳ ଐଶ୍ୱର୍ଯ୍ୟ ଲାଭ କରିଛି, ତା’ ତୁଳନାରେ ଅନ୍ୟ ସମସ୍ତ ବିଷୟକୁ ମୁଁ ଏବେ ଅସାର ମଣୁଛି। ତାଙ୍କ ନିମନ୍ତେ ମୁଁ ସବୁ କିଛି ପରିତ୍ୟାଗ କରିଛି। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଓ ତାଙ୍କ ସହିତ ସମ୍ପୂର୍ଣ୍ଣ ରୂପେ ସଂଯୁକ୍ତ ହେବା ପାଇଁ, ଅନ୍ୟ ସମସ୍ତ ବିଷୟକୁ ଆବର୍ଜ୍ଜନା ବୋଲି ମନେ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହେତୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନେକରେ, ସେଗୁଡ଼ିକ ମୋ’ ପାଇଁ ମୂଲ୍ୟହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟ ଗୁଡ଼ିକୁ ମହତ୍ତ୍ୱପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ୟାଗ କରିଛି। ମୁଁ ଏବେ ଜାଣେ ଯେ ସେଗୁଡ଼ିକ ମୂଲ୍ୟହୀନ ସଢ଼ାକୁଟା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,
Odia IRV 2017 (ଓଡିଆ ବାଇବେଲ)
ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି, ସେହି ସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯೆವ್ಡೆ ನಸ್ತಾನಾ ಮಾಜೊ ಧನಿ ಕ್ರಿಸ್ತ್ ಜೆಜುಚ್ಯಾ ವಿಶಯಾತ್ಲ್ಯಾ ಲೈ ಮೊಟ್ಯಾ ಶಾನೆಪಾನಾಚ್ಯಾ ವೈನಾ ಮಿಯಾ ಸಗ್ಳೆಬಿ ಲುಕ್ಷಾನ್ ಮನುನ್ ಚಿಂತುನ್ ಘೆತಾ. ತೆಚ್ಯಾ ಸಾಟ್ನಿ ಮಿಯಾ ಸಗ್ಳೆಬಿ ಕಳ್ದುನ್ ಘೆವ್ನ್ ತೆ ಕಚ್ರೊ ಮನುನ್ ಚಿಂತುನ್ ಘೆತಾ.