Philippians 3:9 — Compare Translations
7 translations compared side by side
Odia - 1840
"ଏହା ମାେତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠା ରେ ରହିବାକୁ ସାହାୟ୍ଯ କରେ। ଖ୍ରୀଷ୍ଟଙ୍କ ସହଭାଗିତା ରେ ମୁଁ ପରମେଶ୍ବରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ଯବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ପରମେଶ୍ବରଙ୍କଠାରୁ ଆ ସେ। ପରମେଶ୍ବର ତାହାଙ୍କ ପ୍ରତି ମାେତେ ସିଦ୍ଧ କରିବାରୁ ଖ୍ରୀଷ୍ଟଙ୍କଠା ରେ ମାରେ ବିଶ୍ବାସକୁ ବ୍ଯବହାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବ୍ୟବସ୍ଥାପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଦତ୍ତ ବିଶ୍ଵାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଧାର୍ମିକତା ବ୍ୟବସ୍ଥା ପାଳନ ଦ୍ୱାରା ଲାଭ କରାଯାଇପାରେ, ସେହି ପ୍ରକାର କୌଣସି ନିଜସ୍ୱ ଧାର୍ମିକତା ମୋର ନାହିଁ। ବର୍ତ୍ତମାନ ମୋର ଯେଉଁ ଧାର୍ମିକତା ଅଛି, ତାହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମିଳେ; ତାହା ଈଶ୍ୱରଙ୍କଠାରୁ ଆସେ ଓ ତାହା ବିଶ୍ୱାସ ଉପରେ ପ୍ରତିଷ୍ଠିତ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾತುರ್ ಮಾಜೊ ಉದ್ದೆಶ್ ಕಾಯ್ ಮಟ್ಲ್ಯಾರ್, ಮಿಯಾ ಕ್ರಿಸ್ತಾಕ್ ಖಮ್ವುನ್ ಘೆವ್ನ್ ಖಾಯ್ದ್ಯಾಚೆ ಫಳ್ ಸ್ವತಾಚಿ ನಿತಿ ನ್ಹಯ್, ಕ್ರಿಸ್ತಾಚ್ಯಾ ವೈರ್ ವಿಶ್ವಾಸ್ ಥವ್ಲ್ಯಾರ್ ಗಾವ್ತಲಿ ಮಟ್ಲ್ಯಾರ್, ಕ್ರಿಸ್ತಾಚ್ಯಾ ವಿಶ್ವಾಸಾಚ್ಯಾ ಆಧಾರಾ ವೈನಾ ದೆವ್ ದಿತಲಿ ನಿತ್ ಘೆವ್ನ್ ಕ್ರಿಸ್ತಾಕ್ಡೆ ಹೊತ್ತೊ ಹೊವ್ನ್ ರ್ಹಾವ್ಚೆ ಮನ್ತಲೆಚ್ ಹೊವ್ನ್ ಹಾಯ್.