Philippians 4:1 — Compare Translations

7 translations compared side by side

Odia - 1840
"ମାେ ପ୍ରିୟ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭକୁ ଭଲ ପାଏ ଓ ଦେଖିବାକୁ ଇଚ୍ଛା କରେ। ତୁମ୍ଭେ ମାରେ ଆନନ୍ଦ ଓ ମାରେ ଗର୍ବ। ମୁଁ କହିଥିଲା ଭଳି ପ୍ରଭୁଙ୍କୁ ଅନୁସରଣ କରି ଚାଲିଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ଵରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ଭାଇମାନେ, ତୁମ୍ଭମାନଙ୍କୁ ଦେଖିବା ପାଇଁ ମୁଁ କେଡ଼େ ଉକ୍ରଣ୍ଠିତ। ତୁମ୍ଭମାନଙ୍କୁ ନେଇ ମୋର କେତେ ଆନନ୍ଦ। ତୁମ୍ଭମାନଙ୍କ ପାଇଁ ମୋର କେତେ ଗର୍ବ। ଭାଇମାନେ, ମୋର ଶିକ୍ଷା ଅନୁଯାୟୀ ପ୍ରଭୁଙ୍କଠାରେ ସ୍ଥିର ରହି ଜୀବନ ଯାପନ କର।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ବ୍ୟବହାରିକ କଥା ମୋ’ ପ୍ରିୟ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭକୁ ଭଲ ପାଏ ଓ ଦେଖିବାକୁ ଇଚ୍ଛା କରେ। ତୁମ୍ଭେ ମୋର ଆନନ୍ଦ ଓ ମୋର ଗର୍ବ। ମୁଁ କହିଥିଲା ଭଳି ପ୍ରଭୁଙ୍କୁ ଅନୁସରଣ କରି ଗ୍ଭଲିଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಲೈ ಪ್ರೆಮಾಚೆ, ಅನಿ ಬರೆ ಹೊವ್ನ್ ಹೊತ್ತ್ಯಾ ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ಮಾಜಿ ಖುಶಿ, ಅನಿ ಮುಕುಟ್ ಹೊವ್ನ್ ಹೊತ್ತಾ ಪ್ರಿಯಾನು, ಧನಿಯಾಕ್ಡೆ ಘಟ್ಟ್ ಹೊವ್ನ್ ಇಬೆ ರ್‍ಹಾವಾ.