Philippians 4:10 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ମାେ ବିଷୟ ରେ ଚିନ୍ତିତ ହାଇେଥିବାରୁ ମୁଁ ପ୍ରଭୁଙ୍କଠା ରେ ଆନନ୍ଦିତ। ତୁମ୍ଭମାନେେ ମାେ ବିଷୟ ରେ ଚିନ୍ତା କରୁଥିଲ, କିନ୍ତୁ ତାହା ଦଖାଇବୋ ପାଇଁ ସୁଯୋଗ ପାଇ ନ ଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇ ପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରିବା ବେଳେ, ମୋର ଆନନ୍ଦ ଯେ, ତୁମ୍ଭେମାନେ ମୋ’ ପ୍ରତି ମନୋଯୋଗୀ। ଅନେକ ଦିନ ପରେ ଏହାର ନିଦର୍ଶନ ଦେଖାଇଛ। ମୁଁ କହୁ ନାହିଁ ଯେ, ତୁମ୍ଭେମାନେ ଇତିମଧ୍ୟରେ ମୋ’ ପ୍ରତି ଆଉ ମନୋଯୋଗୀ ହୋଇ ନ ଥିଲ - କେବଳ ତାହା ପ୍ରକାଶ କରିବାକୁ ସୁଯୋଗ ପାଇ ନ ଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ଫିଲିପ୍ପୀୟ ଖ୍ରୀଷ୍ଟିୟାନମାନଙ୍କୁ ପାଉଲଙ୍କ ଧନ୍ୟବାଦ ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତିତ ହୋଇଥିବାରୁ ମୁଁ ପ୍ରଭୁଙ୍କଠାରେ ଆନନ୍ଦିତ। ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତା କରୁଥିଲ, କିନ୍ତୁ ତାହା ଦେଖାଇବା ପାଇଁ ସୁଯୋଗ ପାଇ ନ ଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏବେ ଅବଶେଷରେ ମୋ' ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇ ପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋ' ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತರಿಬಿ ಮಾಜ್ಯಾ ವಿಶಯಾತ್ ತುಮಿ ಚಿಂತುಲ್ಲ್ಯಾಸಿ ಮನುನ್ ದಾಕ್ವುನ್ ದಿಲ್ಲ್ಯಾಸಾಟ್ನಿ ಮಿಯಾ ಧನಿಯಾಕ್ಡೆ ಲೈ ಖುಶಿ ಹೊತಾ, ತುಮಿ ಹ್ಯಾ ವಿಶಯಾತ್ ಚಿಂತುನ್ ರ್ಹಾಲ್ಯಾರ್ಬಿ ತುಮ್ಕಾ ಅವಕಾಸ್ ಗಾವ್ಕ್ ನಸಲ್ಲೊ ಕಾಯ್ಕಿ.