Philippians 4:11 — Compare Translations
7 translations compared side by side
Odia - 1840
"ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଚାହୁଁଛି। କାରଣ ମାରେବର୍ତ୍ତମାନ ଯାହା ଅଛି ଏବଂ ଯାହା ମାେ ପାଇଁ ଘଟୁଛି, ସେଥି ରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ନିଜକୁ ଅବହେଳିତ ମନେକରି ଏହି କଥା କହୁ ନାହିଁ, କାରଣ ମୋର ଯାହା ଅଛି, ସେତିକିରେ ସନ୍ତୁଷ୍ଟ ରହିବାକୁ ମୁଁ ଶିକ୍ଷା କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଗ୍ଭହୁଁଛି। କାରଣ ମୋରବର୍ତ୍ତମାନ ଯାହା ଅଛି ଏବଂ ଯାହା ମୋ’ ପାଇଁ ଘଟୁଛି, ସେଥିରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತರಾಸ್ ಹಾಯ್ ಮನುನ್ ಮಿಯಾ ಹೆ ಸಾಂಗುಕ್ನಾ ಮಿಯಾ ತರ್ ಹೊತ್ತ್ಯಾ ಪರಿಸ್ಥಿತ್ನಾ ಖುಶಿ ಹೊವ್ನ್ ರ್ಹಾತಲೆ ಶಿಕುನ್ಗೆಟ್ಲಾ.