Philippians 4:12 — Compare Translations

7 translations compared side by side

Odia - 1840
"ଅଭାବରେ ମୁଁ ଚଳିବା ଜାଣିଛି। ପ୍ରଚୁରତା ରେ କିପରି ରହିବାକୁ ହୁଏ, ତାହା ମଧ୍ଯ ମୁଁ ଜାଣେ। ପ୍ରେତ୍ୟକକ ସମୟରେ ଓ ପ୍ରେତ୍ୟକକ ଘଟଣା ରେ ଆନନ୍ଦିତ ହବୋର ରହସ୍ଯ ମୁଁ ଜାଣେ। ଯେତବେେଳେ ମାରେ ଖାଇବା ପାଇଁ ୟଥେଷ୍ଟ ଥାଏ କିଅବା ଯେତବେେଳେ ୟଥେଷ୍ଟ ନ ଥାଏ, ଯେତବେେଳେ ମାରେ ପ୍ରଚୁର ଥାଏ ବା ଯେତବେେଳେ ମାରେ ଅଭାବ ଥାଏ, ସେତବେେଳେ କିପରି ଆନନ୍ଦିତ ହାଇପୋରିବି, ତାହା ମୁଁ ଜାଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବବିଧ ଅବସ୍ଥାରେ ଓ ସର୍ବ-ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅଭାବ ହେଉ, ପ୍ରାଚୁର୍ଯ୍ୟ ହେଉ, କିପରି ତା’ର ସମ୍ମୁଖୀନ ହେବାକୁ ହୁଏ, ତାହା ମୁଁ ଜାଣିଛି। ତେଣୁ ଯେ କୌଣସି ସମୟରେ, ଯେ କୌଣସି ପରିସ୍ଥିତିରେ, କ୍ଷୁଧାର୍ତ୍ତ ଥିବା ବେଳେ ଯେପରି, ପରିତୃପ୍ତ ହେବା ପରେ ମଧ୍ୟ ସେହିପରି, ଅଭାବଗ୍ରସ୍ତ ହେବା ସମୟରେ, ପୁଣି ପ୍ରାଚୁର୍ଯ୍ୟ ମଧ୍ୟରେ ମୁଁ ସଦା ସନ୍ତୁଷ୍ଟ।
Odia Bible ERV 2004 (ପବିତ୍ର ବାଇବଲ)
ଅଭାବରେ ମୁଁ ଚଳିବା ଜାଣିଛି। ପ୍ରଚୁରତାରେ କିପରି ରହିବାକୁ ହୁଏ, ତାହା ମଧ୍ୟ ମୁଁ ଜାଣେ। ପ୍ରତ୍ୟେକ ସମୟରେ ଓ ପ୍ରତ୍ୟେକ ଘଟଣାରେ ଆନନ୍ଦିତ ହେବାର ରହସ୍ୟ ମୁଁ ଜାଣେ। ଯେତେବେଳେ ମୋର ଖାଇବା ପାଇଁ ଯଥେଷ୍ଟ ଥାଏ କିଅବା ଯେତେବେଳେ ଯଥେଷ୍ଟ ନ ଥାଏ, ଯେତେବେଳେ ମୋର ପ୍ରଚୁର ଥାଏ ବା ଯେତେବେଳେ ମୋର ଅଭାବ ଥାଏ, ସେତେବେଳେ କିପରି ଆନନ୍ଦିତ ହୋଇପାରିବି, ତାହା ମୁଁ ଜାଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି।
Odia IRV 2017 (ଓଡିଆ ବାଇବେଲ)
ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ- ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗರಿಬ್ ಹೊವ್ನ್ ರಾತಲೆಬಿ ಮಾಕಾ ಗೊತ್ತ್ ಹಾಯ್, ಸಾವ್ಕಾರ್ ಹೊವ್ನ್ ರಾತಲೆಬಿ ಮಾಕಾ ಗೊತ್ತ್ ಹಾಯ್, ಮಿಯಾ ಸಗ್ಳೆ ಹೊತ್ತೊ ಹೊವ್ನ್ ನಾ ತರ್ ಗರಿಬ್ ಹೊವ್ನ್ ಭುಕೆನ್ ರಾತಲೆಬಿ ಅನಿ ಸಾವ್ಕಾರ್ ಹೊವ್ನ್ ರ್‍ಹಾಲ್ಯಾರ್‍ಬಿ ಕಾಯ್ ನತ್ತೊ ಹೊವ್ನ್ ರ್‍ಹಾಲ್ಯಾರ್‍ಬಿ ಮಿಯಾ ತೆ ಸಗ್ಳೆ ಶಿಕುನ್ ಘೆಟ್ಲಾ.