Philippians 4:15 — Compare Translations
7 translations compared side by side
Odia - 1840
"ମୁଁ ଯେତବେେଳେ ସଠାେରେ ସୁସମାଚାର ପ୍ରଚାର ଆରମ୍ଭ କଲି, ସେତବେେଳେ ତୁମ୍ଭେ ଫିଲିପ୍ପୀବାସୀ, ତାହା ମନେ ରଖିଛ। ମୁଁ ଯେତବେେଳେ ମାକିଦନିଆ ଛାଡ଼ିଲି, ସେତବେେଳେ କବଳେ ତୁମ୍ଭର ମଣ୍ଡଳୀ ମାେତେ ସାହାୟ୍ଯ ଦଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ତଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ଫିଲିପୀୟ ଭାଇମାନେ, ତୁମର ସ୍ପଷ୍ଟ ମନେଥିବ, କିପରି ସୁସମାଚାର ପ୍ରଚାର ଆରମ୍ଭ କରିବା ସମୟରେ, ମୁଁ ଯେତେବେଳେ ମାସିଦୋନିଆ ପରିତ୍ୟାଗ କଲି, କେବଳ ତୁମର ମଣ୍ଡଳୀ ମୋତେ ସାହାଯ୍ୟ କରିଥିଲା, କେବଳ ତୁମ୍ଭେମାନେ ମୋର ଲାଭ ଓ କ୍ଷତିର ଅଂଶୀଦାର ହୋଇଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ ସେଠାରେ ସୁସମାଗ୍ଭର ପ୍ରଗ୍ଭର ଆରମ୍ଭ କଲି, ସେତେବେଳେ ତୁମ୍ଭେ ଫିଲିପ୍ପୀବାସୀ, ତାହା ମନେ ରଖିଛ। ମୁଁ ଯେତେବେଳେ ମାକିଦନିଆ ଛାଡ଼ିଲି, ସେତେବେଳେ କେବଳ ତୁମ୍ଭର ମଣ୍ଡଳୀ ମୋତେ ସାହାଯ୍ୟ ଦେଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋ' ସହିତ ଦେବା ନେବାର ହିସାବ ରଖି ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಪಿಲಿಪ್ಪಿತ್ಲ್ಯಾ ಲೊಕಾನು, ಬರಿ ಖಬರ್ ಶುರು ಕರ್ತಾನಾ ಮಿಯಾ ಮೆಸೆದೊನಿಯಾಕ್ನಾ ಜಾತಾನಾ ದಿತಲ್ಯಾ, ಅನಿ ಘೆತಲ್ಯಾ ವಿಶಯಾತ್ ತುಮ್ಕಾ ಸೊಡುನ್ ದುಸ್ರ್ಯಾ ತಾಂಡ್ಯಾಚೆ ಮಾಜ್ಯಾ ವಾಂಗ್ಡಾ ಭಾಗಿದಾರ್ ಹೊವ್ನ್ ನಾತ್, ಮನ್ತಲೆ ತುಮ್ಕಾಬಿ ಗೊತ್ತುಚ್ ಹಾಯ್.