Philippians 4:17 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭ ଉପହାର ପାଇଁ ଲାଳାଯିତ ନୁହେଁ କିନ୍ତୁ ମୁଁ ଚା ହେଁ ଯେ, ଦବୋ ଦ୍ବାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ଵାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମ୍ଭମାନଙ୍କଠାରୁ କେବଳ ଦାନ ଗ୍ରହଣ କରିବାକୁ ମୁଁ ଚାହେଁ ନାହିଁ; ଏହାର ଫଳରେ ତୁମ୍ଭେମାନେ ଯେପରି ଅଧିକରୁ ଅଧିକ ଲାଭବାନ ହୁଅ, ଏହା ମୋର ଇଚ୍ଛା।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ଉପହାର ପାଇଁ ଲାଳାୟିତ ନୁହେଁ କିନ୍ତୁ ମୁଁ ଗ୍ଭହେଁ ଯେ, ଦେବା ଦ୍ୱାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।
Odia IRV 2017 (ଓଡିଆ ବାଇବେଲ)
ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆಚ್ಬಿ ತುಮ್ಚ್ಯಾಕ್ನಾ ದಾನ್ ಕರ್ವುನ್ ಘೆವ್ಚೆ ಮನ್ತಲಿ ಮಾಜಿ ಆಶ್ಯಾ ನ್ಹಯ್ ಖರೆ ಅಶೆ ತುಮ್ಚ್ಯಾ ಖಾತ್ಯಾಕ್ ಸಗ್ಳ್ಯಾ ಥರಾಚೆ ಫಳ್ ಗಾವ್ಚೆ ಮನುನ್ ಮಿಯ್ಯಾ ಆಶ್ಯಾ ಕರ್ತಾ.