Philippians 4:18 — Compare Translations
7 translations compared side by side
Odia - 1840
"ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସବୁ ପାଇଅଛି, ପୁଣି ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ଵରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳି ସ୍ଵରୂପ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମଠାରୁ ମୁଁ ପାଇଥିବା ସମସ୍ତ ଦାନ ପାଇଁ ପ୍ରାପ୍ତି ସ୍ୱୀକାର ଜଣାଉଛି। ତାହା ମୋ’ ନିମନ୍ତେ ଯଥେଷ୍ଟରୁ ଅଧିକ ହୋଇଛି। ଏପାଫ୍ରଦିତ୍ଙ୍କ ହାତରେ ତୁମେ ପଠାଇ ଥିବା ଦାନ ମୋର ସମସ୍ତ ଅଭାବ ପୂରଣ କରିଛି। ତାହା ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ସୁଗନ୍ଧି ନୈବେଦ୍ୟ ଓ ତାଙ୍କ ଗ୍ରହଣଯୋଗ୍ୟ ତଥା ସନ୍ତୋଷଜନକ ବଳିଦାନ ସଦୃଶ।
Odia Bible ERV 2004 (ପବିତ୍ର ବାଇବଲ)
ମୋରସମସ୍ତ ଆବଶ୍ୟକୀୟ ଜିନିଷ ମୋ’ ପାଖରେ ଅଛି। ଏପାଫ୍ରାଦିତଙ୍କ ଦ୍ୱାରା ତୁମ୍ଭେମାନେ ଉପହାରମାନ ପଠାଇଥିବାରୁ ମୋ’ ପାଖରେ ମୋର ଆବଶ୍ୟକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହି ସବୁ ମୋ' ପାଇଁ ଯଥେଷ୍ଟ; ସେହି ସବୁ ଈଶ୍ୱରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ದಿಲ್ಲೆ ಸಗ್ಳ್ಯೆ ಮಾಕಾ ಎಪೆಪ್ರೊದಿಸಾನ್ ಹಾನುನ್ ದಿಲ್ಲ್ಯಾಸಾಟ್ನಿ ಮಾಕಾ ಪಾಜೆ ಹೊಲ್ಲೆ ಸಗ್ಳೆ ಮಾಜ್ಯಾಕ್ಡೆ ಲೈ ಹಾಯ್, ತುಮ್ಚೊ ದಾನ್ ದೆವಾಕ್ ಭೆಟ್ವಲ್ಲೊ ಲೈ ಬರ್ಯ್ಯಾ ವಾಸೆಚಿ ಬಲಿ ಹೊವ್ನ್ ಹಾಯ್, ಹೆ ದೆವಾಕ್ ಮನಾಕ್ ಯೆತಲೆಬಿ ಹೊವ್ನ್ ಹಾಯ್.