Philippians 4:19 — Compare Translations

7 translations compared side by side

Odia - 1840
"ପରମେଶ୍ବର ସଗେୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନ ରେ ମାେ ପରମେଶ୍ବର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ଯକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତାଙ୍କ ଧନର ବ୍ଯବହାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋହର ଈଶ୍ଵର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ଵର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ଦ୍ୱାରା ମୋ’ ଈଶ୍ୱର ତାଙ୍କର ପ୍ରଚୁର ଐଶ୍ୱର୍ଯ୍ୟରେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକତା ଯୋଗାଇ ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେଗୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନରେ ମୋ’ ପରମେଶ୍ୱର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ୟକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାଙ୍କ ଧନର ବ୍ୟବହାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋହର ଈଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೊ ದೆವ್ ಕ್ರಿಸ್ತ್ ಜೆಜು ವೈನಾ ಅಪ್ಲ್ಯಾ ಬಳಾಚ್ಯಾ ಸಾವ್ಕಾರ್ಕಿಕ್ ಸಮಾ ಹೊತ್ತೆ ಸಾರ್ಕೆ ತುಮ್ಚಿ ಹರ್ ಎಕ್ ತರಾಸಾಬಿ ಧುರ್ ಕರ್‍ತಾ.