Philippians 4:21 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କଠା ରେ ପରମେଶ୍ବରଙ୍କ ପ୍ରେତ୍ୟକକ ପବିତ୍ର ଲୋକକୁ ନମସ୍କାର। ମାେ ସହିତ ଥିବା ପରମେଶ୍ବରଙ୍କ ଲୋକମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ । ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ଯୀଶୁଙ୍କ ନାମରେ ସେଠାରେ ଥିବା ସମସ୍ତ ସାଧୁଙ୍କୁ ଅଭିବାଦନ ଜଣାଉଛି। ମୋ’ ସଙ୍ଗରେ ଥିବା ଏ ସ୍ଥାନର ଭାଇମାନେ ତୁମ ସମସ୍ତଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରେ ପରମେଶ୍ୱରଙ୍କ ପ୍ରତ୍ୟେକ ପବିତ୍ର ଲୋକକୁ ନମସ୍କାର। ମୋ’ ସହିତ ଥିବା ପରମେଶ୍ୱରଙ୍କ ଲୋକମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಸಗ್ಳ್ಯಾ ಲೊಕಾಕ್ನಿಬಿ ಕ್ರಿಸ್ತ್ ಜೆಜುಚ್ಯಾ ನಾವಾರ್ ಮಾಜೆ ವಂದನ್ ಕಳ್ವಾ, ಅನಿ ಮಾಜ್ಯಾ ವಾಂಗ್ಡಾ ಹೊತ್ತ್ಯಾ ಸಗ್ಳ್ಯಾ ಭಾವಾನಿ ಅನಿ ಭೆನಿಯಾನಿಬಿ ತುಮ್ಕಾ ವಂದನ್ ಮಟ್ಲಾತ್.