Philippians 4:22 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ସମସ୍ତ ଲୋକ ଓ ବିଶଷେ ଭାବରେ ଯେଉଁମାନେ କାଇସରଙ୍କ ପ୍ରାସାଦ ରେ ଅଛନ୍ତି, ସହେି ବିଶ୍ବାସୀମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଠାରେ ଥିବା ଈଶ୍ୱରଙ୍କ ଲୋକମାନେ, ବିଶେଷରେ ସମ୍ରାଟଙ୍କ ପ୍ରାସାଦରେ ଥିବା ସାଧୁମାନେ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସମସ୍ତ ଲୋକ ଓ ବିଶେଷ ଭାବରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେହି ବିଶ୍ୱାସୀମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ದೆವಾಚ್ಯಾ ಪೊರಾನಿ ತುಮ್ಕಾ ವಂದನ್ ಕಳ್ವುಲಾತ್, ಸಿಸರಾಚ್ಯಾ ರಾಜಾಚ್ಯಾ ಘರಾತ್ ಹೊತ್ತ್ಯಾ ದೆವಾಚ್ಯಾರ್ ವಿಶ್ವಾಸ್ ಕರ್‍ತಲ್ಯಾ ಲೊಕಾನಿಬಿ ತುಮ್ಕಾ ವಿಶೆಸ್ ವಂದನ್ ಮಟ್ಲಾತ್.