Philippians 4:3 — Compare Translations
7 translations compared side by side
Odia - 1840
"ହେ ବନ୍ଧୁ, ତୁମ୍ଭେ ଯେ ହତେୁ ମାେ ସହିତ ବିଶ୍ବସ୍ତ ଭାବରେ ସବୋ କରୁଛ, ଯେଉଁ ସ୍ତ୍ରୀ ଲୋକମାନେ ମୁଁ ସୁସମାଚାର ପ୍ରଚାର କଲା ବେଳେ ମାେ ସହିତ ପରିଶ୍ରମ କରିଅଛନ୍ତି, ସମାନଙ୍କେୁ ସାହାୟ୍ଯ କର ବୋଲି ତୁମ୍ଭକୁ ମୁଁ ନିବଦନେ କରେ। ସମାନେେ କ୍ଲମେନ୍େସ ଏବଂ ମାରେ ଅନ୍ୟ ସହକାରୀମାନଙ୍କ ସହିତ ସବୋକାର୍ୟ୍ଯ କରିଛନ୍ତି। ସମାନଙ୍କେ ନାମ ଜୀବନ-ପୁସ୍ତକ288 ରେ ଲଖାେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ମୋର ବିଶ୍ୱସ୍ତ ଅଂଶୀଦାର! ତୁମକୁ ମଧ୍ୟ ମୋର ନିବେଦନ, ଏହି ଭଉଣୀମାନଙ୍କୁ ସାହାଯ୍ୟ କର, କାରଣ ଏମାନେ କ୍ଲେମେଣ୍ଟ ଓ ମୋର ଅନ୍ୟ ସହକର୍ମୀମାନଙ୍କ ସହିତ ସୁସମାଚାର ପ୍ରଚାର କାର୍ଯ୍ୟରେ କଠିନ ପରିଶ୍ରମ କରି ମୋତେ ସାହାଯ୍ୟ କରିଛନ୍ତି। ଏମାନଙ୍କର ନାମ ଈଶ୍ୱରଙ୍କ “ଜୀବନ ପୁସ୍ତକରେ” ଲେଖାଅଛି।
Odia Bible ERV 2004 (ପବିତ୍ର ବାଇବଲ)
ହେ ବନ୍ଧୁ, ତୁମ୍ଭେ ଯେହେତୁ ମୋ’ ସହିତ ବିଶ୍ୱସ୍ତ ଭାବରେ ସେବା କରୁଛ, ଯେଉଁ ସ୍ତ୍ରୀଲୋକମାନେ ମୁଁ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୋ’ ସହିତ ପରିଶ୍ରମ କରିଅଛନ୍ତି, ସେମାନଙ୍କୁ ସାହାଯ୍ୟ କର ବୋଲି ତୁମ୍ଭକୁ ମୁଁ ନିବେଦନ କରେ। ସେମାନେ କ୍ଳେମେନ୍ସ ଏବଂ ମୋର ଅନ୍ୟ ସହକାରୀମାନଙ୍କ ସହିତ ସେବାକାର୍ଯ୍ୟ କରିଛନ୍ତି। ସେମାନଙ୍କ ନାମ “ଜୀବନ-ପୁସ୍ତକ” ରେ ଲେଖାଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋ' ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ವಾಂಗ್ಡಿಯಾನೊ, ತಿಯಾ ತ್ಯಾ ಬಾಯ್ಕಾಮಾನ್ಸಾಕ್ನಿ ಮಜ್ಜತ್ಕಾರಿ ಹೊವ್ನ್ ರ್ಹಾವ್ಚೆ ಮನುನ್ ತುಜ್ಯಾಕ್ಡೆ ಮಾಗ್ತಾ, ತೆನಿ ಕ್ಲೆಮನ್ಸ್, ಅನಿ ಹುರಲ್ಲ್ಯಾ ಮಾಜ್ಯಾ ವಾಂಗ್ಡಿ ಕಾಮ್ ಕರ್ತಲೆ ಅನಿ ಮಾಜ್ಯಾ ವಾಂಗ್ಡಾ ಬರಿ ಖಬರ್ ಸಾಂಗುಕ್ ಕಟ್ಪಟ್ ಕರಲ್ಯಾಂಚಿ ನಾವಾ ಜಿವಾಚ್ಯಾ ಪುಸ್ತಕಾತ್ ಲಿವಲೆ ಹಾಯ್.