Philippians 4:5 — Compare Translations

7 translations compared side by side

Odia - 1840
"ସମସ୍ତେ ଦେଖନ୍ତୁ ଯେ ତୁମ୍ଭେ ଶାନ୍ତ ଓ ଦୟାଳୁ ଅଟ। ପ୍ରଭୁ ଯୀଶୁ ଆସୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ । ପ୍ରଭୁ ନିକଟବର୍ତ୍ତୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତଙ୍କ ସହିତ ଭଦ୍ର ବ୍ୟବହାର କର। ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ ହେଲାଣି।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତେ ଦେଖନ୍ତୁ ଯେ ତୁମ୍ଭେ ଶାନ୍ତ ଓ ଦୟାଳୁ ଅଟ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚೆ ಸಂಬಾಳ್ನೆ ಸಗ್ಳ್ಯಾ ಮಾನ್ಸಾಕ್ನಿ ಗೊತ್ತ್ ಹೊಂವ್ದಿ, ಧನಿಯಾಚೆ ಯೆನೆ ಜಗ್ಗೊಳುಚ್ ಹಾಯ್.