Philippians 4:6 — Compare Translations
7 translations compared side by side
Odia - 1840
"କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ଵାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ଵରଙ୍କ ନିକଟରେ ଜଣାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
କୌଣସି ବିଷୟରେ ବ୍ୟସ୍ତ ହୁଅ ନାହିଁ। କିନ୍ତୁ ତୁମର ଯାହା ଆବଶ୍ୟକ, ତାହା ପ୍ରାର୍ଥନାରେ ଈଶ୍ୱରଙ୍କୁ ମାଗ। ପୁଣି ପ୍ରାର୍ଥନା କରିବା ବେଳେ ସର୍ବଦା ହୃଦୟର ଧନ୍ୟବାଦ ଜ୍ଞାପନ କର;
Odia Bible ERV 2004 (ପବିତ୍ର ବାଇବଲ)
କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।
Odia IRV 2017 (ଓଡିଆ ବାଇବେଲ)
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ୱରଙ୍କ ନିକଟରେ ଜଣାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಸ್ಲ್ಯಾ ವಿಶಯಾತ್ಬಿ ಚಿಂತಿನಸ್ತಾನಾ ಸಗ್ಳ್ಯಾ ವಿಶಯಾತ್ನಿ ದೆವಾಚ್ಯಾ ಇದ್ರಾಕ್ ಧನ್ಯವಾದ್, ಅನಿ ಮಾಗ್ನಿಯಾ ಕರುನ್ಗೆತ್ ತುಮ್ಕಾ ಪಾಜೆ ಹೊಲ್ಲೆ ಸಗ್ಳ್ಯೆ ಸಾಂಗುನ್ ಘೆವಾ.