Philippians 4:7 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠା ରେ ସୁରକ୍ଷା କରି ରଖିବ। ପରମେଶ୍ବରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ହେଲେ ମନୁଷ୍ୟର ବୋଧଅଗମ୍ୟ ଈଶ୍ୱରଙ୍କର ଶାନ୍ତି ଖ୍ରୀଷ୍ଟ ଯୀଶୁଙ୍କ ସାହଚର୍ଯ୍ୟରେ ତୁମ ହୃଦୟ ଓ ମନକୁ ସୁରକ୍ଷା କରିବ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠାରେ ସୁରକ୍ଷା କରି ରଖିବ। ପରମେଶ୍ୱରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ୱରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತುಮಿ ಚಿಂತುನ್ ರಾಯ್ನಾಸಲ್ಯಾ ನಮನಿ ದೆವಾಚೆ ಶಾಂತ್ಪಾನ್ ತುಮ್ಚಿ ಮನಾ ಅನಿ ಕಾಳ್ಜಿ ಕ್ರಿಸ್ತ್ ಜೆಜು ವೈನಾ ರಾಕ್ತಾ.