Philippians 4:8 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ! ଯାହା ସତ୍ଯ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ ଗୁଣ ଓ ପ୍ରଶଂସାର ଥାଏ, ସହେି ବିଷୟଗୁଡ଼ିକରେ ମନୋୟୋଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରିଶେଷରେ, ଭାଇମାନେ, ଯେଉଁ ସମସ୍ତ ବିଷୟ ସତ୍ ଓ ପ୍ରଶଂସ୍ୟ, ଯାହା ସବୁ ସତ୍ୟ ଓ ମହତ୍, ଯାହା ଯଥାର୍ଥ, ବିଶୁଦ୍ଧ, ପ୍ରୀତିକର ଓ ସମ୍ମାନଜନକ, ସେ ସବୁ ତୁମ୍ଭମାନଙ୍କର ଚିନ୍ତନୀୟ ବିଷୟ ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ! ଯାହା ସତ୍ୟ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ଗୁଣ ଓ ପ୍ରଶଂସାର ଥାଏ, ସେହି ବିଷୟ ଗୁଡ଼ିକରେ ମନୋଯୋଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।
Odia IRV 2017 (ଓଡିଆ ବାଇବେଲ)
ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್ ಭಾವಾನು ಅನಿ ಭೆನಿಯಾನು, ಖರೆ ಅನಿ ಪ್ರಾಮಾನಿಕತೆ ಹೊತ್ತೆ ಖಚ್ಚೆ ಹಾಯ್ ನಿತಿನ್ ಹೊತ್ತೆ ಖಚ್ಚೆ ಪವಿತ್ರ್ ಹೊತ್ತೆ, ಅನಿ ಪ್ರೆಮಾನ್ ಭರಲೆ ಸಗ್ಳ್ಯಾನಿ ಮಾನಿ ಸಾರ್ಕೆ ಖಚ್ಚೆ ಹಾಯ್ ತೆಚ್ಯಾ ವಿಶಯಾತುಚ್ ಚಿಂತುನ್ಗೆತ್ ರ್ಹಾವಾ.