Philippians 4:9 — Compare Translations

7 translations compared side by side

Odia - 1840
"ମାଠାରୁେ ଯାହା ସବୁ ଶିଖିଛି ଓ ପାଇଛ, ତାହା କର। ମୁଁ ଯାହା କହିଛି ଓ ତୁମ୍ଭେ ମାେତେ ଯାହାସବୁ କରିଥିବା ଦେଖିଛ, ସଗେୁଡ଼ିକୁ କର। ଶାନ୍ତିଦାତା ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ଵର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର କଥା ଓ କ୍ରିୟାରୁ ଯାହା ଶିଖିଛ ଓ ଗ୍ରହଣ କରିଛ, ତାହାକୁ କାର୍ଯ୍ୟରେ ପରିଣତ କର। ତାହାହେଲେ, ଶାନ୍ତିଦାତା ଈଶ୍ୱର ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ଠାରୁ ଯାହାସବୁ ଶିଖିଛି ଓ ପାଇଛ, ତାହା କର। ମୁଁ ଯାହା କହିଛି ଓ ତୁମ୍ଭେ ମୋତେ ଯାହାସବୁ କରିଥିବା ଦେଖିଛ, ସେଗୁଡ଼ିକୁ କର। ଶାନ୍ତିଦାତା ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋ'ଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋ'ଠାରେ ଦେଖିଅଛ, ସେହି ସବୁ କର; ସେଥିରେ ଶାନ୍ତିଦାତା ଈଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಮಾಜ್ಯಾಕ್ನಾ ಶಿಕಲ್ಲೆ, ಘೆಟಲ್ಲೆ ಆಯ್ಕಲ್ಲೆ, ಅನಿ ಡೊಳ್ಯಾನಿ ಬಗಟಲ್ಲೆ ಕರಾ ತನ್ನಾ ಶಾಂತ್ಪಾನ್ ದಿತಲೊ ದೆವ್ ತುಮ್ಚ್ಯಾ ವಾಂಗ್ಡಾ ರ್‍ಹಾತಾ.