Proverbs 1:1 — Compare Translations

5 translations compared side by side

Odia - 1840
"ଏହି ହିତାପଦେେଶଗୁଡ଼ିକ ହେଉଛି, ଦାଉଦଙ୍କର ପୁତ୍ର ଶଲୋମନଙ୍କର। ଶଲୋମନ ଇଶ୍ରାୟେଲର ରାଜା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
Odia Bible ERV 2004 (ପବିତ୍ର ବାଇବଲ)
ଉପକ୍ରମ ଏହି ହିତୋପଦେଶଗୁଡ଼ିକ ହେଉଛି, ଦାଉଦଙ୍କର ପୁତ୍ର ଶଲୋମନଙ୍କର। ଶଲୋମନ ଇସ୍ରାଏଲର ରାଜା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
Odia IRV 2017 (ଓଡିଆ ବାଇବେଲ)
ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;