Proverbs 1:11 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ତୁମ୍ଭକୁ କହିପାରନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭମାନେେ ରକ୍ତପାଦ କରିବାକୁ ଚାହିଁ ବସୁ। ନିର୍ଦ୍ଦୋଶମାନଙ୍କୁ ବିନା କାରଣ ରେ ଧରିବାକୁ ଗୁପ୍ତ ରେ ଲୁଚି ରହୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯେବେ କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ରକ୍ତପାତ କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ତୁମ୍ଭକୁ କହିପାରନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ରକ୍ତପାତ କରିବାକୁ ଗ୍ଭହିଁ ବସୁ। ନିର୍ଦ୍ଦୋଷମାନଙ୍କୁ ବିନା କାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯଦି କହନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯଦି କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;