Proverbs 1:14 — Compare Translations
5 translations compared side by side
Odia - 1840
"ତେଣୁ ଆସ ଆମ୍ଭମାନଙ୍କ ସହିତ ଯୋଗ ଦିଅ, ଏବଂ ଆମ୍ଭେ ସମସ୍ତେ ଯାହା ପାଇବା ତାହା ବାଣ୍ଟ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକତୋଡ଼ା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆସ ଆମ୍ଭମାନଙ୍କ ସହିତ ଯୋଗ ଦିଅ, ଏବଂ ଆମ୍ଭେ ସମସ୍ତେ ଯାହା ପାଇବା ତାହା ବାଣ୍ଟ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ;”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ;