Proverbs 1:15 — Compare Translations

5 translations compared side by side

Odia - 1840
"ହେ ମାରେ ପୁତ୍ର, ଏପରି ଲୋକମାନଙ୍କୁ ଅନୁସରଣ କର ନାହିଁ। ଏପରି ପଥରେ ତୁମ୍ଭେ ପାଦ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପୁତ୍ର, ଏପରି ଲୋକମାନଙ୍କୁ ଅନୁସରଣ କର ନାହିଁ। ଏପରି ପଥରେ ତୁମ୍ଭେ ପାଦ ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;