Proverbs 1:16 — Compare Translations
5 translations compared side by side
Odia - 1840
"ସହେି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥାନ୍ତି। ସମାନେେ ସର୍ବଦା ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥା’ନ୍ତି। ସେମାନେ ସର୍ବଦା ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।