Proverbs 1:17 — Compare Translations
5 translations compared side by side
Odia - 1840
"ପକ୍ଷୀମାନଙ୍କୁ ଧରିବା ପାଇଁ ଲୋକମାନେ ଜାଲ ବିଛାଇ ଥାନ୍ତି। କିନ୍ତୁ କୌଣସି ପକ୍ଷୀ ଆଗ ରେ ଜାଲ ବିଛାଇବା ବ୍ଯର୍ଥ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ପକ୍ଷୀର ଆକ୍ଷି ଆଗରେ ଜାଲ ପାତିବା ନିତା; ବ୍ୟର୍ଥ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ପକ୍ଷୀମାନଙ୍କୁ ଧରିବା ପାଇଁ ଲୋକମାନେ ଜାଲ ବିଛାଇ ଥା’ନ୍ତି। କିନ୍ତୁ କୌଣସି ପକ୍ଷୀ ଆଗରେ ଜାଲ ବିଛାଇବା ବ୍ୟର୍ଥ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।
Odia IRV 2017 (ଓଡିଆ ବାଇବେଲ)
କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।