Proverbs 1:18 — Compare Translations

5 translations compared side by side

Odia - 1840
"ତେଣୁ ଏହି ଲୋକମାନେ ଗୁପ୍ତ ରେ ଛକି ବସନ୍ତି ଅନ୍ୟମାନଙ୍କୁ ହତ୍ଯା କରିବା ପାଇଁ। କିନ୍ତୁ ବାସ୍ତବ ରେ ସମାନେେ ନିଜ ନିଜର ପ୍ରାଣକୁ ଧରିବା ପାଇଁ ଜାଲ ବିଛାଇଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏହି ଲୋକମାନେ ଗୁପ୍ତରେ ଛକି ବସନ୍ତି ଅନ୍ୟମାନଙ୍କୁ ହତ୍ୟା କରିବା ପାଇଁ। କିନ୍ତୁ ବାସ୍ତବରେ ସେମାନେ ନିଜ ନିଜର ପ୍ରାଣକୁ ଧରିବା ପାଇଁ ଜାଲ ବିଛାଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।