Proverbs 1:19 — Compare Translations
5 translations compared side by side
Odia - 1840
"ସମସ୍ତ ଧନ ଲୋଭୀର ଗତି ଏହିପରି। ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଧନ ଲୋଭୀର ଗତି ଏହିପରି। ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣନାଶ କରେ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।