Proverbs 1:2 — Compare Translations

5 translations compared side by side

Odia - 1840
"ଏହି ହିତାପଦେେଶ ଲୋକମାନଙ୍କୁ ବୁଦ୍ଧିମାନ କରିବ। ଏବଂ ସମାନେେ ଜାଣିପାରିବେ କେଉଁ କାର୍ୟ୍ଯଟି ଠିକ୍। ଜ୍ଞାନ ଓ ଉପଦେଶ ବୁଝିବାକୁ ଏହି ବାକ୍ଯମାନ ସାହାୟ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
Odia Bible ERV 2004 (ପବିତ୍ର ବାଇବଲ)
ଏହି ହିତୋପଦେଶ ଲୋକମାନଙ୍କୁ ବୁଦ୍ଧିମାନ କରିବ। ଏବଂ ସେମାନେ ଜାଣି ପାରିବେ କେଉଁ କାର୍ଯ୍ୟଟି ଠିକ୍। ଜ୍ଞାନ ଓ ଉପଦେଶ ବୁଝିବାକୁ ଏହି ବାକ୍ୟମାନ ସାହାଯ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;