Proverbs 1:20 — Compare Translations
5 translations compared side by side
Odia - 1840
"ଶୁଣ! ଜ୍ଞାନ ରାସ୍ତାଗୁଡ଼ିକ ଉପ ରେ ଉଚ୍ଚ ସ୍ବର ରେ ଡାକେ। ସର୍ବସାଧାରଣ ଛକଗୁଡ଼ିକରେ ତା'ର ସ୍ବର ଶୁଣାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନ ରାସ୍ତାରେ ଉଚ୍ଚସ୍ଵରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଉତ୍ତମ ସ୍ତ୍ରୀର ଜ୍ଞାନ ଶୁଣ! ଜ୍ଞାନ ରାସ୍ତାଗୁଡ଼ିକ ଉପରେ ଉଚ୍ଚ ସ୍ୱରରେ ଡାକେ। ସର୍ବସାଧାରଣ ଛକଗୁଡ଼ିକରେ ତା’ର ସ୍ୱର ଶୁଣାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;