Proverbs 1:21 — Compare Translations
5 translations compared side by side
Odia - 1840
"ସେ ଲୋକମାନଙ୍କର ପ୍ରଧାନ ସ୍ଥାନ ରେ ଡ଼ାକଇ। ନଗର ଦ୍ବାରର ପ୍ରବେଶ ସ୍ଥାନ ରେ, ନଗର ମଧିଅରେ ଆପଣାର ବାକ୍ଯ ଉଚ୍ଚାରଣ କରି କ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ଵାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେଣ:
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକଇ। ନଗର ଦ୍ୱାରର ପ୍ରବେଶ ସ୍ଥାନରେ, ନଗର ମଧ୍ୟରେ ଆପଣାର ବାକ୍ୟ ଉଚ୍ଚାରଣ କରି କହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;
Odia IRV 2017 (ଓଡିଆ ବାଇବେଲ)
ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;