Proverbs 1:22 — Compare Translations

5 translations compared side by side

Odia - 1840
"ହେ ନିର୍ବୋଧଗଣ। କେତକୋଳ ପର୍ୟ୍ଯନ୍ତ ତୁମ୍ଭେ ନିରର୍ଥକ କାର୍ୟ୍ଯ କରିବାକୁ ଭଲ ପାଇବ? କେତକୋଳ ପର୍ୟ୍ଯନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ? ହେ ମୂର୍ଖମାନେ ଆଉ କେତକୋଳ ବିଦ୍ଯାକୁ ଘୃଣା କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?
Odia Bible ERV 2004 (ପବିତ୍ର ବାଇବଲ)
“ହେ ନିର୍ବୋଧଗଣ। କେତେକାଳ ପର୍ଯ୍ୟନ୍ତ ତୁମ୍ଭେ ନିରର୍ଥକ କାର୍ଯ୍ୟ କରିବାକୁ ଭଲ ପାଇବ? କେତେକାଳ ପର୍ଯ୍ୟନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ? ହେ ମୂର୍ଖମାନେ ଆଉ କେତେକାଳ ବିଦ୍ୟାକୁ ଘୃଣା କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?
Odia IRV 2017 (ଓଡିଆ ବାଇବେଲ)
ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?