Proverbs 1:23 — Compare Translations
5 translations compared side by side
Odia - 1840
"ମାରେ ବାକ୍ଯକୁ ସାବଧାନ ସହିତ ଶୁଣ। ମୁଁ ତୁମ୍ଭମାନଙ୍କୁ ଜାଣିଥିବା କଥାସବୁ କହିବି। ମୁଁ ଆପଣା ବାକ୍ଯସବୁ ତୁମ୍ଭମାନଙ୍କୁ ଜଣାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ବାକ୍ୟକୁ ସାବଧାନର ସହିତ ଶୁଣ। ମୁଁ ତୁମ୍ଭମାନଙ୍କୁ ଜାଣିଥିବା କଥାସବୁ କହିବି। ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
Odia IRV 2017 (ଓଡିଆ ବାଇବେଲ)
ମୋ’ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।