Proverbs 1:24 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭମାନେେ ମାରେ ଶିକ୍ଷା ଶୁଣିବାକୁ ନାସ୍ତି କଲ। ମୁଁ ତୁମ୍ଭକୁ ସାହାୟ୍ଯ କରିବାକୁ ଚେଷ୍ଟା କଲି। ମୁଁ ହାତ ବଢ଼ାଇଲି କିନ୍ତୁ ତୁମ୍ଭମାନେେ ମାରେ ସାହାୟ୍ଯ ଗ୍ରହଣ କରିବାକୁ ମନାକଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ମୁଁ ଡାକିଲି, ପୁଣି ତୁମ୍ଭେମାନେ ନାସ୍ତି କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ତୁମ୍ଭେମାନେ ମୋର ଶିକ୍ଷା ଶୁଣିବାକୁ ନାସ୍ତି କଲ। ମୁଁ ତୁମ୍ଭକୁ ସାହାଯ୍ୟ କରିବାକୁ ଚେଷ୍ଟା କଲି। ମୁଁ ହାତ ବଢ଼ାଇଲି କିନ୍ତୁ ତୁମ୍ଭେମାନେ ମୋର ସାହାଯ୍ୟ ଗ୍ରହଣ କରିବାକୁ ମନାକଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;