Proverbs 1:25 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ମାରେ ସମସ୍ତ ବାକ୍ଯକୁ ହଯେ ଜ୍ଞାନ କଲ। ମାରେ କୌଣସି ଅନୁୟୋଗକୁ ଚାହିଁଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ମୋହର ସମସ୍ତ ମନ୍ତ୍ରଣା ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମୋର ସମସ୍ତ ବାକ୍ୟକୁ ହେୟ ଜ୍ଞାନ କଲ। ମୋର କୌଣସି ଅନୁଯୋଗକୁ ଗ୍ଭହିଁଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;