Proverbs 1:26 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ତୁମ୍ଭମାନଙ୍କର ବିପଦ ବେଳେ ହସିବି। ତୁମ୍ଭମାନଙ୍କର ଅସୁବିଧା ସମୟରେ ମୁଁ ପରିହାସ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ତୁମ୍ଭମାନଙ୍କର ବିପଦ ବେଳେ ହସିବି। ତୁମ୍ଭମାନଙ୍କର ଅସୁବିଧା ସମୟରେ ମୁଁ ପରିହାସ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।