Proverbs 1:27 — Compare Translations
5 translations compared side by side
Odia - 1840
"ପ୍ରଚଣ୍ଡ ଝଡ଼ପରି ତୁମ୍ଭମାନଙ୍କର ଧ୍ବଂସ ଆସିବ। ଏହା ତୁମ୍ଭକୁ ଆଘାତ କରିବ ଏବଂ ଘୂର୍ଣ୍ଣିବାଯୁ ପରି ତୁମ୍ଭକୁ ପୋଡି଼ ପକାଇବ। ତୁମ୍ଭମାନଙ୍କର ଅସୁବିଧା ଓ ଦୁଃଖ ତୁମ୍ଭମାନଙ୍କର ବୋଝ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ପ୍ରଚଣ୍ତ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଚଣ୍ଡ ଝଡ଼ପରି ତୁମ୍ଭମାନଙ୍କର ଧ୍ୱଂସ ଆସିବ। ଏହା ତୁମ୍ଭକୁ ଆଘାତ କରିବ ଏବଂ ଘୂର୍ଣ୍ଣିବାୟୁ ପରି ତୁମ୍ଭକୁ ପୋଡ଼ି ପକାଇବ। ତୁମ୍ଭମାନଙ୍କର ଅସୁବିଧା ଓ ଦୁଃଖ ତୁମ୍ଭମାନଙ୍କର ବୋଝ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;