Proverbs 1:29 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିବି ନାହିଁ, କାରଣ ତୁମ୍ଭମାନେେ ମାରେ ଜ୍ଞାନ ଗ୍ରହଣ କଲ ନାହିଁ, ତୁମ୍ଭମାନେେ ଏହା ଘୃଣାକର। ସଦାପ୍ରଭୁଙ୍କୁ ସମ୍ମାନ ଦବୋ ପାଇଁ ତୁମ୍ଭମାନେେ ନାସ୍ତି କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିବି ନାହିଁ, କାରଣ ତୁମ୍ଭେମାନେ ମୋର ଜ୍ଞାନ ଗ୍ରହଣ କଲ ନାହିଁ, ତୁମ୍ଭେମାନେ ଏହା ଘୃଣାକର। ସଦାପ୍ରଭୁଙ୍କୁ ସମ୍ମାନ ଦେବା ପାଇଁ ତୁମ୍ଭେମାନେ ନାସ୍ତି କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;