Proverbs 1:3 — Compare Translations
5 translations compared side by side
Odia - 1840
"ଏହି ଉପଦେଶ ଲୋକମାନଙ୍କର ନିର୍ଦ୍ଦେଶ ଠିକ୍ ବାଟରେ କରିବ। ଏହାଦ୍ବାରା ଲୋକମାନେ ସଚ୍ଚୋଟତା, ସାଧୁତା ଓ ନ୍ଯାଯ ଶିକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
Odia Bible ERV 2004 (ପବିତ୍ର ବାଇବଲ)
ଏହି ଉପଦେଶ ଲୋକମାନଙ୍କର ନିର୍ଦ୍ଦେଶ ଠିକ୍ ବାଟରେ କରିବ। ଏହା ଦ୍ୱାରା ଲୋକମାନେ ସଚ୍ଚୋଟତା, ସାଧୁତା ଓ ନ୍ୟାୟ ଶିକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
Odia IRV 2017 (ଓଡିଆ ବାଇବେଲ)
ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;