Proverbs 1:30 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ତୁମ୍ଭର ନିଜ ଇଚ୍ଛା ରେ ବାସ କଲ, ତୁମ୍ଭେ ତୁମ୍ଭର ନିଜର ମନ୍ଦବ୍ଯବସ୍ଥାଗୁଡ଼ିକ ଅନୁସରଣ କଲ। ତେଣୁ ବର୍ତ୍ତମାନ ତୁମ୍ଭେ ନିଜ କର୍ମର ଫଳ ନିଶ୍ଚଯ ଗ୍ରହଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୋହର କୌଣସି ମନ୍ତ୍ରଣା ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟଜ୍ଞାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ତୁମ୍ଭର ନିଜ ଇଚ୍ଛାରେ ବାସ କଲ, ତୁମ୍ଭେ ତୁମ୍ଭର ନିଜର ମନ୍ଦବ୍ୟବସ୍ଥାଗୁଡ଼ିକ ଅନୁସରଣ କଲ। ତେଣୁ ବର୍ତ୍ତମାନ ତୁମ୍ଭେ ନିଜ କର୍ମର ଫଳ ନିଶ୍ଚୟ ଗ୍ରହଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।