Proverbs 1:31 — Compare Translations
5 translations compared side by side
Odia - 1840
"ନିର୍ବୋଧ ଲୋକମାନେ ନିର୍ବୋଧ ଜୀବନଶୈଳିକୁ ପରିଚାଳିତ ଦିଅନ୍ତି, ଯାହା ସମାନଙ୍କେୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସମାନେେ ଧ୍ବଂସ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁକରି ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୁଞ୍ଜିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ନିର୍ବୋଧଲୋକମାନେ ନିର୍ବୋଧ ଜୀବନଶୈଳିରେ ପରିଗ୍ଭଳିତ ହୁଅନ୍ତି, ଯାହା ସେମାନଙ୍କୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସେମାନେ ଧ୍ୱଂସ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।