Proverbs 1:32 — Compare Translations

5 translations compared side by side

Odia - 1840
"କିନ୍ତୁ ୟିଏ କହେି ମାରେକଥା ଶୁଣିବ, ସେ ସୁରକ୍ଷା ରେ ପ୍ରବେଶ କରିବ। ତାହାର କବେେ ହେଲେ କୌଣସି ଦୁର୍ଭାଗ୍ଯ ନ ଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଯେକେହି ମୋର କଥା ଶୁଣିବ, ସେ ସୁରକ୍ଷାରେ ପ୍ରବେଶ କରିବ। ତାହାର କେବେହେଲେ କୌଣସି ଦୁର୍ଭାଗ୍ୟ ନ ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ନିର୍ବୋଧମାନଙ୍କର ବିପଥଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।
Odia IRV 2017 (ଓଡିଆ ବାଇବେଲ)
ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।