Proverbs 1:33 — Compare Translations
5 translations compared side by side
Odia - 1840
"ମାତ୍ର ଯେଉଁ ଲୋକ ମାରେ ବାକ୍ଯ ମାନି ଚଳେ। ସେ ନିରାପଦ ରେ ବାସ କରିବ, ତା'ର ଅମଙ୍ଗଳ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେଉଁ ଲୋକ ମୋର ବାକ୍ୟ ମାନି ଚଳେ। ସେ ନିରାପଦରେ ବାସ କରିବ, ତା’ର ଅମଙ୍ଗଳ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।