Proverbs 1:4 — Compare Translations
5 translations compared side by side
Odia - 1840
"ଏହି ଉପଦେଶଗୁଡ଼ିକ ସହେି ଲୋକମାନଙ୍କୁ ଶିକ୍ଷା ଦଇପୋରିବ, ଯେଉଁମାନେ କି ଜ୍ଞାନ ଆହରଣ କରିବାକୁ ଚାହାନ୍ତି। ଏହି ଉପଦେଶଗୁଡ଼ିକ ୟୁବା ଲୋକମାନଙ୍କୁ ଜ୍ଞାନ ଓ ଏହାକୁ କିପରି ବ୍ଯବହାର କରିବାକୁ ହୁଏ ସମାନଙ୍କେୁ ଶିକ୍ଷା ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
Odia Bible ERV 2004 (ପବିତ୍ର ବାଇବଲ)
ଏହି ଉପଦେଶଗୁଡ଼ିକ ସେହି ଲୋକମାନଙ୍କୁ ଶିକ୍ଷା ଦେଇ ପାରିବ, ଯେଉଁମାନେ କି ଜ୍ଞାନ ଆହରଣ କରିବାକୁ ଗ୍ଭହାନ୍ତି। ଏହି ଉପଦେଶଗୁଡ଼ିକ ଯୁବା ଲୋକମାନଙ୍କୁ ଜ୍ଞାନ ଓ ଏହାକୁ କିପରି ବ୍ୟବହାର କରିବାକୁ ହୁଏ ସେମାନଙ୍କୁ ଶିକ୍ଷା ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
Odia IRV 2017 (ଓଡିଆ ବାଇବେଲ)
ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;