Proverbs 1:5 — Compare Translations

5 translations compared side by side

Odia - 1840
"ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ଯଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସମାନେେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ତିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ୟଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସେମାନେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
Odia IRV 2017 (ଓଡିଆ ବାଇବେଲ)
ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;