Proverbs 1:6 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନେ, ୟିଏକି ଏହି ହିତାପଦେେଶ ଶୁଣନ୍ତି, ଜ୍ଞାନୀ ଲୋକ କହି ୟାଇଥିବା କଥା ବୁଝିବା ରେ ସକ୍ଷମ ହବେେ ଏବଂ ଗୁପ୍ତ ରହିଥିବା ଗଳ୍ପର ଅର୍ଥ ମଧ୍ଯ ବୁଝିପାରିବେ। ସମାନେେ ଜ୍ଞାନୀମାନଙ୍କର କହିଥିବା ହିତଜନକ ପରାମର୍ଶ ବୁଝିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ତିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ, ଯିଏ କି ଏହି ହିତୋପଦେଶ ଶୁଣନ୍ତି, ଜ୍ଞାନୀଲୋକ କହି ଯାଇଥିବା କଥା ବୁଝିବାରେ ସକ୍ଷମ ହେବେ ଏବଂ ଗୁପ୍ତ ରହିଥିବା ଗଳ୍ପର ଅର୍ଥ ମଧ୍ୟ ବୁଝିପାରିବେ। ସେମାନେ ଜ୍ଞାନୀମାନଙ୍କର କହିଥିବା ହିତଜନକ ପରାମର୍ଶ ବୁଝିପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।