Proverbs 1:7 — Compare Translations
5 translations compared side by side
Odia - 1840
"ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ଯ ମାନି ଚଳିବା ଜଣେ ବ୍ଯକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥି ରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ ବୋଧ ଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ୟ ମାନି ଚଳିବା ଜଣେ ବ୍ୟକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥିରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ବୋଧଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି।