Proverbs 1:8 — Compare Translations

5 translations compared side by side

Odia - 1840
"ହେ ମାରେ ପୁତ୍ର, ତୁମ୍ଭର ପିତାଙ୍କର ଉପଦେଶ ଶୁଣ, ଯେତବେେଳେ ସେ ତୁମ୍ଭକୁ ଶୃଙ୍ଖଳିତ କରନ୍ତି ଏବଂ ତୁମ୍ଭ ମାତାଙ୍କର ଉପଦେଶ ପରିତ୍ଯାଗ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ତାଙ୍କ ପୁତ୍ରଙ୍କୁ ଉପଦେଶ ଦେଲେ ହେ ମୋର ପୁତ୍ର, ତୁମ୍ଭର ପିତାଙ୍କର ଉପଦେଶ ଶୁଣ, ଯେତେବେଳେ ସେ ତୁମ୍ଭକୁ ଶୃଙ୍ଖଳିତ କରନ୍ତି ଏବଂ ତୁମ୍ଭ ମାତାଙ୍କର ଉପଦେଶ ପରିତ୍ୟାଗ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।