Proverbs 1:9 — Compare Translations

5 translations compared side by side

Odia - 1840
"ତୁମ୍ଭର ପିତା ଓ ମାତା, ଯାହା କିଛି ଶିକ୍ଷା ଦିଅନ୍ତି, ସହେି ବାକ୍ଯଗୁଡ଼ିକ ତୁମ୍ଭର ପାଇଁ ଆଶୀର୍ବାଦ ଫୁଲମାଳ ପରି ଅଟେ ଏବଂ ତୁମ୍ଭର ଗଳା ପାଇଁ ହାର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ଵରୂପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପିତା ଓ ମାତା, ଯାହାକିଛି ଶିକ୍ଷା ଦିଅନ୍ତି, ସେହି ବାକ୍ୟଗୁଡ଼ିକ ତୁମ୍ଭର ପାଇଁ ଆଶୀର୍ବାଦ ଫୁଲମାଳ ପରି ଅଟେ ଏବଂ ତୁମ୍ଭର ଗଳା ପାଇଁ ହାର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।