Proverbs 10:1 — Compare Translations

5 translations compared side by side

Odia - 1840
"ଏଗୁଡ଼ିକ ହେଉଛି ଶଲୋମନଙ୍କ ହିତାପଦେେଶ। ଜ୍ଞାନୀ ପୁତ୍ର ପିତାକୁ ଆନନ୍ଦିତ କରେ। କିନ୍ତୁ ମୂର୍ଖ ପୁତ୍ର ତା'ର ମାତାର ଦୁଃଖ ବଢ଼ାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନଙ୍କର ହିତୋପଦେଶ । ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ହିତୋପଦେଶ ଏଗୁଡ଼ିକ ହେଉଛି ଶଲୋମନଙ୍କ ହିତୋପଦେଶ। ଜ୍ଞାନୀ ପୁତ୍ର ପିତାକୁ ଆନନ୍ଦିତ କରେ। କିନ୍ତୁ ମୂର୍ଖ ପୁତ୍ର ତା’ର ମାତାର ଦୁଃଖ ବଢ଼ାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନଙ୍କର ହିତୋପଦେଶ। ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ।
Odia IRV 2017 (ଓଡିଆ ବାଇବେଲ)
ଶଲୋମନଙ୍କର ହିତୋପଦେଶ। ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ।