Proverbs 10:11 — Compare Translations

5 translations compared side by side

Odia - 1840
"ଧାର୍ମିକ ଲୋକର ମୁଖ ଜୀବନର ନିର୍ଝର। କିନ୍ତୁ ଦୁଷ୍ଟ ଲୋକର ମୁଖ ଦୌରାତ୍ମ୍ଯ ବଢ଼ାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକର ମୁଖ ଜୀବନର ନିର୍ଝର, କିନ୍ତୁ ଦୁଷ୍ଟ ଲୋକର ମୁଖ ଦୌରାତ୍ମ୍ୟ ବଢ଼ାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।